• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Pisces

ମୀନ

Saturday 23 Sep 2023

ପୂ, ଭାଦ୍ରପଦ- ଲଢ଼େଇ କରି ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ଯାନ୍ତ୍ରିକ ତ୍ରୁଟି କାରଣରୁ ସାମାନ୍ୟ ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ହେବ ନାହିଁ।ବ୍ୟବହାରରେ ପରିବର୍ତ୍ତନକରି ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । 
ଉ, ଭାଦ୍ରପଦ- ଶିଳ୍ପ, ବାଣିଜ୍ୟ, ଶେୟାର ବଜାର କ୍ଷେତ୍ରରେ ସମସ୍ୟା ଦୂର ହେବ। ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ହେତୁ କିଛିଟା ବ୍ୟତିକ୍ରମ ଅବଶ୍ୟ ପରିଲକ୍ଷିତ ହେବ । ରାଜନୀତିରେ ବିରୋଧୀମାନେ ପରାଜିତ ହେବେ । 
ରେବତୀ- ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଦିନଟି ଏକପ୍ରକାର ଭଲରେ ଅତିବାହିତ ହେବ। ସହକର୍ମୀ ମାନଙ୍କ ସୌହାର୍ଦ୍ଦ୍ୟରୁ ସମସ୍ୟା ଗୁଡ଼ିକ ସୁଧୁରି ଯିବ। ନିକଟ ସମ୍ପର୍କୀୟମାନଙ୍କଠାରୁ ପରାମର୍ଶ ନେବା ଭଲ ହେବ

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :