• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Leo

ସିଂହ

Saturday 23 Sep 2023

ମଘା- କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ସାଙ୍ଗକୁ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ। ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି।
ପୂ- ଫାଲ୍‌ଗୁନୀ- ପାରିବାରିକ ସମସ୍ୟା ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହେବାର ସୂଚନା ରହିଛି । ବନ୍ଧୁଙ୍କଠାରୁ ମିଥ୍ୟା ଗୁଜବ ଶୁଣି ଆତଙ୍କିତ ହୁଅନ୍ତୁ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅନ୍ୟମାନଙ୍କ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।
ଉ- ଫାଲ୍‌ଗୁନୀ- ସମ୍ପର୍କୀୟଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡ଼ିପାରନ୍ତି। ବିଳମ୍ବରେ କାମଗୁଡ଼ିକ ସମ୍ପନ୍ନ ହେବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ପରିଜନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଓ ଲକ୍ଷ୍ୟ ହାସଲ କରିବେ। 

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :