• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Libra

ତୁଳା

Saturday 23 Sep 2023

ଚିତ୍ରା- ଯେଉଁ କାମ ହାତକୁ ନେଇଛନ୍ତି ତାହା ସହଜରେ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟରେ ସମସ୍ୟାକୁ ସୁଧାରି ନେବେ ଓ ନୂତନ ବାଣିଜ୍ୟ ଯୋଡ଼ିବା ପାଇଁ ଚିନ୍ତା କରିବେ। 
ସ୍ୱାତୀ- ଆଜି ଦୂରଯାତ୍ରା, ବାଣିଜ୍ୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ବ୍ୟକ୍ତି ସବୁକଥାକୁ ଭଲରୂପେ ବିଚାରି କାମ ନ କଲେ ସମସ୍ୟା ମାଡ଼ି ଆସିପାରେ। ଭାଇ ବନ୍ଧୁ ମିତ୍ରଙ୍କ ସାହାର୍ଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । 
ବିଶାଖା- ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ। ବ୍ୟକ୍ତିଙ୍କର ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। 

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :