• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Scorpio

ବିଛା

Saturday 23 Sep 2023

ବିଶାଖା- ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତରେ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଅନୁକୂଳ ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।
ଅନୁରାଧା- ପରିବାରରେ କୈାଣସି ଗୁରୁ ଦାୟିତ୍ୱ ତୁଲାଇବେ । ବ୍ୟବସାୟରେ ବ୍ୟସ୍ତ ରହିବେ, ମାତ୍ର ବିଶେଷ ଭାବରେ ଲାଭବାନ୍ ହେବେ। ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ ।
ଜ୍ୟୋଷ୍ଠା- ଆଶା ପୂରଣ ହେବାରେ ଜଣେ ସହକର୍ମୀ ସାହାଯ୍ୟ କରିବେ। ଅଭାବ, ଅଶାନ୍ତି ମଧ୍ୟରେ ସମୟ କାଟିବାକୁ ବାଧ୍ୟ ହୋଇପାରନ୍ତି । ଆପଣଙ୍କ ଧୈର୍ଯ୍ୟ, ଯୁକ୍ତିଯୁକ୍ତ କଥା ପରିସ୍ଥିତିକୁ ସମ୍ଭାଳିବାରେ ସାହାଯ୍ୟ କରିବ

ପ୍ରତିକାର – ମା ମଙ୍ଗଳା ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :