• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2023: ଦୀର୍ଘ ଦିନର ଆଶା ପୂରଣ ହୋଇପାରେ, ଧାତୁ ଅଳଙ୍କାର କ୍ରୟ କରିପାରନ୍ତି...

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ, ଶନିବାର ଚନ୍ଦ୍ର –ଧନୁ ଅହୋରାତ୍ର ତିଥି- ୮ମୀ  ଦିବା ୧୨.୧୮ ଗତେ ୯ମୀ  ଘାତ ଚନ୍ଦ୍ର - ତୁଳା ଓ କୁମ୍ଭ ରାଶିର ଅହୋରାତ୍ର ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମି ଦାନ 

Capricorn

ମକର

Saturday 23 Sep 2023

ଉ, ଷାଢା- ଜୀବନସାଥୀଙ୍କ ସହିତ ବିବାଦ ଗ୍ରସ୍ତ ହୋଇପାରନ୍ତି । ଅଭାବ ନ ଥିଲେ ମଧ୍ୟ ଅନାବଶ୍ୟକ ଖର୍ଚ୍ଚରୁ ପରିବାରରେ ମତଭେଦ ତୀବ୍ର ହେବା ଆଶଙ୍କା ରହିଛି । ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ । 
ଶ୍ରବଣା- କାର୍ଯ୍ୟ ବ୍ୟସ୍ତତା କାରଣରୁ ମାନସିକ ଅସ୍ଥିରତା ଲାଗି ରହିବ। ଆପଣଙ୍କ ସୁବିଧା ଓ ଅସୁବିଧାର ସମୀକ୍ଷା କରି ଘରଲୋକ ବ୍ୟସ୍ତବିବ୍ରତ ହୋଇପାରନ୍ତି। ସାକ୍ଷାତକାରରେ ଜୟ ଯୁକ୍ତ ହୋଇ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । 
ଧନିଷ୍ଠା- ସାମାଜିକ ସ୍ତରରେ ସମ୍ପର୍କ ବୃଦ୍ଧି ପାଇଲେ ମଧ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ତାହାର ପଥରୋଧ କରିବ । ବ୍ୟବସାୟିକ ଦିଗଟି ଗତାନୁଗତିକ ରୀତିରେ ଗଡ଼ିଚାଲିବ । ବାଦ ବିବାଦ ମାଲିମକଦ୍ଦମାରେ କୃତକାର୍ଯ୍ୟ ହେବେ । 

ପ୍ରତିକାର – ଦକ୍ଷିଣ କାଳୀଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :