• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Taurus

ବୃଷ

Monday 23 Sep 2024

କୃତିକା- କର୍ମଚାରୀ ମହଲରେ ଆନନ୍ଦର ବାତାବରଣ ରହିବ । ଶାରିରୀକ କ୍ଲେଶ ଦୂର ହୋଇଯିବ । ସବୁଦିଗରୁ ଆପଣଙ୍କର ସୁନାମ ଓ ଆୟ ବୃଦ୍ଧି ହୋଇପାରେ । ଦୈନଦିନ ଜୀବନଟି ମୋଟାମୋଟି ଭାବେ ବିତାଇବେ

ରୋହିଣୀ- ପରିଶ୍ରମ ଅନୁସାରେ ପାରିଶ୍ରମିକ ପାଇବେ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ

ମୃଗଶିରା- ହଠାତ କୈାଣସି ଖୁସି ଖବର ପାଇବେଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :