• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Aquarius

କୁମ୍ଭ

Monday 23 Sep 2024

ଧନିଷ୍ଠା – ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସାରୁ ଧନାଗମ ହେବ । ଅନ୍ୟ ସନସ୍କତା କାରଣରୁ ଯାତ୍ରା ସମୟରେ ହାତରେ ଆଘାତ ଲାଗିପାରେ ।

ଶତଭିଷା – ପୁରୁଣା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତୁପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବ । ଚଳଚିତ୍ର, ସଙ୍ଗିତ କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ଅଧିକ ଲାଭବାନ୍ ହେବେ ।

ପୂ , ଭାଦ୍ରପଦ – ଶତୃକୁ ଶରଣାଗତ କରାଇପାରନ୍ତି । ମହିଳା ମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ 

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :