• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Pisces

ମୀନ

Monday 23 Sep 2024

ପୂ, ଭାଦ୍ରପଦ- ନିସ୍ପଳତା ଓ ନିରାଶ ଭାବ ଦେଖାଦେବ । ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ

ଉ, ଭାଦ୍ରପଦ- ଯାନବାହାନ, ଲାଭ ସାଙ୍ଗକୁ ମନୋରଞନ ଓ ମାଙ୍ଗଳିକ କାମରୁ ଖୁସିରହିବେ । ଅନ୍ୟର ସାହାର‌୍ୟ୍ୟ, ସମର୍ଥନ ଲକ୍ଷହାସଲରେ ସହାୟକ ହୋଇପାରିବ । ଧର୍ମ ଓ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ

ରେବତୀ- ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶୃତି ଯାହାକି ଆପଣଙ୍କ କାମରେ ଆସିବ ଉପରିସ୍ଥ ଅଫିସର ମାନଙ୍କର ଚାପ ବୃଦ୍ଧି ପାଇବ । କୌଣସି କାର‌୍ୟ୍ୟକୁ ନେଇ ଚିନ୍ତିତ ରହିବେ । ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :