• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Gemini

ମିଥୁନ

Monday 23 Sep 2024

ମୃଗଶିରା - ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ଲାଭ କରିପାରନ୍ତି । ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଆଦ୍ରା - କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ ।

ପୁନର୍ବସୁ - ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ ।

ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :