• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Cancer

କର୍କଟ

Monday 23 Sep 2024

ପୁନର୍ବସୁ- ସବୁ ଭଲ କାମରେ ବିଳମ୍ବିତ ପ୍ରକ୍ରିୟା ଲାଗି ରହିବ । ଯାତ୍ରା ସମୟରେ ଦୁର୍ଘଟଣା ହେବାର ସମ୍ଭାବନା ଦେଖାଦେଇ ପାରେ । ହଜମ ଜନୀତ ସମସ୍ୟା ଦେଖା ଦେଇପାରେ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ

ପୁଷ୍ୟା- ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ

ଅଶ୍ଳେଷା- ଧୈର‌୍ୟ୍ୟ ଓ ସହନଶୀଳତା ସମ୍ବଳ କରି ଲକ୍ଷ୍ୟ ସାଧନ ଦିଗରେ ଆଗେଇ ଚାଲିବେ । କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ । ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ରାଜନୈତିକ ନେତା ମାନେ ଶାନ୍ତିକାମୀ ହେବେ

ପ୍ରତିକାର – ଭୂବନେଶ୍ୱରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :