• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Leo

ସିଂହ

Monday 23 Sep 2024

ମଘା – ମାନସିକ ଦୁଶ୍ଚିନ୍ତା ଦୂର ହେବ । ଗୁରୁଙ୍କର ପରାମର୍ଶରେ ଧର୍ମମାର୍ଗରେ ଯିବା ପାଇଁ ମନବଳାଇ ପାରନ୍ତି । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କାର‌୍ୟ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

ପୂ , ଫାଲଗୁନୀ - ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ ।

ଉ ,ଫାଲଗୁନୀ – ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :