• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Scorpio

ବିଛା

Monday 23 Sep 2024

ବିଶାଖା- ଅଧିକ ସମୟ ସମାଲୋଚନାରେ କଟିପାରେ, ଜିଦ୍ ଗୁଣ ପାଇଁ ଅଶାନ୍ତି ବଢିପାରେ । ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ଦୀର୍ଘ ଦିନରୁ ଲାଗିରହିଥିବା ସମସ୍ୟାର ସମାଧାନ ହେବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ

ଅନୁରାଧା- ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ । ବୈବାହିକ ଜୀବନରେ ମଧୁରତା ଆସିବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ

ଜ୍ୟୋଷ୍ଠା- ଯୁକ୍ତିଯୁକ୍ତ କଥା କହି ପରିସି୍ଥତିକୁ ସୁଧାରି ନେବେ । ପ୍ରତିଯୋଗିତା ମୂଳକ ପରୀକ୍ଷାରେ ସଫଳତା ପାଇବେ । ଇର୍ଷାପରାୟଣ,ଖଳବ୍ୟକ୍ତି ମାନେ ଶତୃତା କରିଲେ ମଧ୍ୟ କ୍ଷତି ଘଟାଇ ପାରିବେ ନାହିଁ

ପ୍ରତିକାର – ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :