• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd September 2024: ଆଜି ଏହି ରାଶିର ବ୍ୟକ୍ତି ବ୍ୟବସାୟରେ ସଫଳତା ଅର୍ଜନ କରିବେ

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ସୋମବାର । ଚନ୍ଦ୍ର- ବୃଷ ଅହୋରାତ୍ର ,ତିଥି- ୬ଷ୍ଠୀ ଦିବା ୦୧.୫୦ ଗତେ ୭ମୀ,ଘାତଚନ୍ଦ୍ର- ବିଛା ରାଶିର ଅହୋରାତ୍ର,ଘାତବାର- ମିଥୁନ ରାଶିର ,ପୁଷ୍କର ଦୋଷ- ଦିବା ୦୧.୫୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ

Capricorn

ମକର

Monday 23 Sep 2024

ଉ, ଷାଢା- ଚାକିରୀରେ ପାଇଁ ନୂଆ ଖବର ଆସିପାରେ । ଭଲ ଲୋକଙ୍କ ସହ ମିଶିବାର ଅବସର ପାଇବେ । ପ୍ରେମ ଜୀବନ ମଧୁରମୟ ରହିବ କୈଣସି କାମରେ ଆଶା ଠାରୁ ଅଧିକ ଲାଭ ପାଇବେ । ମନରେ ଧାର୍ମିକ କାର‌୍ୟ୍ୟ ପ୍ରତି ଶ୍ରଦ୍ଧା ବଢିବ

ଶ୍ରବଣା- ସମାସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ବନ୍ଧୁ କଲ୍ୟାଣ ସିଦ୍ଧି ହେବ । ବ୍ୟପାର ବୃର୍ତିରେ ପ୍ରଗତି ହେବ ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ

ଧନିଷ୍ଠା- କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ ମହିଳାଙ୍କ ଭାଗ୍ୟ ଉଜ୍ଜଳ ହେବ । ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ପୂର୍ବ ବ୍ୟବସାୟ ଚୁକ୍ତି ଆପଣଙ୍କୁ ଅଚାନକ ଲାଭ ହେବ

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :