• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Aries

ମେଷ

Sunday 23 Apr 2023

ଅଶ୍ୱନୀ- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ ।

କୃତିକା- ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ । ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।

ପ୍ରତିକାର – ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :