• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Taurus

ବୃଷ

Sunday 23 Apr 2023

କୃତିକା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର‌୍ୟ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ରୋହିଣୀ- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।

ମୃଗଶିରା- କୈାଣସି ନୂଆ କାର‌୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀ ମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।

ପ୍ରତିକାର – ମାଆ କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :