• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Sunday 23 Apr 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରି ଫଳରେ ସୁଖଶାନ୍ତି ଫେରି ଆସିବ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।

ଶତଭିଷା- ଆର୍ଥିକ କ୍ଷେତ୍ରରେ ପରିବର୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇ ପାରିବେ ନାହିଁ । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ । ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି ।

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :