• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Pisces

ମୀନ

Sunday 23 Apr 2023

ପୂ, ଭାଦ୍ରପଦ- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।

ଉ, ଭାଦ୍ରପଦ- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ଆଗକୁ ବଢିବେ ।

ରେବତୀ- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର‌୍ୟ୍ୟ ପୂରଣ ହେବ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ ।

ପ୍ରତିକାର- ମାଆ ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :