ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।
ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି
ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨