• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Leo

ସିଂହ

Sunday 23 Apr 2023

ମଘା- ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ ।

ପୂ- ଫାଲ୍‌ଗୁନୀ- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ

ଉ- ଫାଲ୍‌ଗୁନୀ- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :