• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 23 Apr 2023

ଉ- ଫାଲ୍‌ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୈାଣସି ଯୋଜନାରେ ପରିବର୍ତନ କରିପାରନ୍ତି । ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ

ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :