• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Libra

ତୁଳା

Sunday 23 Apr 2023

ଚିତ୍ରା- ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ ।

ସ୍ୱାତୀ- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।

ବିଶାଖା- ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଦ୍ଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :