• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 23 Apr 2023

ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କାମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ଅନୁରାଧା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ

ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :