• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th April 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର ।ଚନ୍ଦ୍ର – ବୃଷ ଅହୋରାତ୍ର ,ତିଥି – ୩ୟା ପ୍ରାତଃ ୦୭.୪୭ ଗତେ ୪ର୍ଥୀ,ଘାତ ଚନ୍ଦ୍ର – ବିଛା ଅହୋରାତ୍ର,ଘାତ ବାର – ମେଷ,ପୁଷ୍କର ଦୋଷ – ୧ପାଦ କୃଷିହାନି-ଭୂମିଦାନ ।

Capricorn

ମକର

Sunday 23 Apr 2023

ଉ, ଷାଢା- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ । ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।

ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ । ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।

ଧନିଷ୍ଠା- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :