• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th Dec 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର,ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି- ଅମାବାସ୍ୟା ଦିବା ୦୩.୪୬ ଗତେ ପ୍ରତିପଦ,ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Friday 23 Dec 2022

କୃତିକା - ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍‌ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । କୈାଣସି କାର୍ଯ୍ୟରେ ସାହାସିକ ପଦକ୍ଷପ ନେବେ

ରୋହିଣୀ – ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ

ମୃଗଶିରା – ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ମହିଳା ମାନେ ସୁଖଭାଗିନୀ ହେବେ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :