• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th Dec 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର,ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି- ଅମାବାସ୍ୟା ଦିବା ୦୩.୪୬ ଗତେ ପ୍ରତିପଦ,ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Friday 23 Dec 2022

ଧନିଷ୍ଠା – ପ୍ରେମ ଜୀବନ ଖୁବ ରୋଚକ ଓ ଆନନ୍ଦ ମୟ ରହିବ । ଅନ୍ୟର ସାହାର୍ଯ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ । ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ । କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟମିଳିବା ଫଳରେ ପଦୋନ୍ନତି ସୂଚନା ପାଇ ମନ ଆନନ୍ଦ ହେବ । ବ୍ୟବସାୟରେ ଖର୍ଚ୍ଚକୁ ସୀମିତ କରିବାରେ ସକ୍ଷମ ହେବେ ।

ଶତଭିଷା – ରାଜନୀତିରେ ମନକାମନା ପୂରଣ ହେବ । କାରବାରରେ ସଫଳତା ପାଇବେ । ଲେଖାପଢା ପ୍ରତି ଆଗ୍ରହ ରୁଚି ବଢିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳା ମାନେ ସରକାରୀ ଚାକିରିର ସୁଯୋଗ ପାଇବେ ।

ପୂ , ଭାଦ୍ରପଦ – ଧନହାନି ଘଟିପାରେ । ମହିଳା ମାନେ ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :