• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th Dec 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର,ଚନ୍ଦ୍ର – ଧନୁ ଅହୋରାତ୍ର,ତିଥି- ଅମାବାସ୍ୟା ଦିବା ୦୩.୪୬ ଗତେ ପ୍ରତିପଦ,ଘାତ ଚନ୍ଦ୍ର- ତୁଳା ଓ କୁମ୍ଭ ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି ।

Capricorn

ମକର

Friday 23 Dec 2022

ଉ , ଷାଢା - ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଭାଇ ବନ୍ଧୁମାନେ ସାହାର୍ଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ବ୍ୟବସାୟରେ ଲାଭଜନକ ହେବ ।

ଶ୍ରବଣା – ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦଃୁଖିତ ରହିବେ । ବିଦ୍ୟାର୍ଥୀ ମାନେ ଦିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ ।

ଧନିଷ୍ଠା – ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :