• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ୧୦ମୀ ଦିବା ୦୧.୫୬ ଗତେ ୧୧ଶୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Sunday 23 Feb 2025

ପୂ,ଭାଦ୍ରପଦ- ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମୀଖ ସଭାସମିତିରେ ସମ୍ମାନିତ ହେବେ । ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବ

ଉ,ଭାଦ୍ରପଦ- ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ । ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । କୌଣସି ଜନକଲ୍ୟାଣ ସଂସ୍ଥାରେ ଉଚ୍ଚପଦପଦବୀ ମିଳିପାରେ

ରେବତୀ- ଆଶଙ୍କା ଦୂର ହୋଇଯିବ ଓ ସାମାଜିକ ସମ୍ମାନ ଲାଭ କରିିବେ । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ଖୁସି ଅନୁଭବ କରିବେ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :