• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ୧୦ମୀ ଦିବା ୦୧.୫୬ ଗତେ ୧୧ଶୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 23 Feb 2025

ଉ,ଫଳଗୁନି- ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇପାରେ । କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ । ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ।

ହସ୍ତା- ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ରାଜନୀତିରେ ଶତୃମାନେ ବେଖାତିର କରିବେ ।

ଚିତ୍ରା- ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର‌୍ୟ୍ୟ ସାଧନ କରିବେ। ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :