• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୩ ତାରିଖ ରବିବାର । ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ୧୦ମୀ ଦିବା ୦୧.୫୬ ଗତେ ୧୧ଶୀ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ମେଷ ରାଶିର,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Sunday 23 Feb 2025

ଉ,ଷାଢା- ବାକି ପଡିଥିବା ଅର୍ଥକୁ ପାଇବେ । ନିଜର ଖର୍ଚ୍ଚକୁ ନିୟନ୍ତ୍ରଣରେ ରଖିବେ । କର୍ମ କ୍ଷେତ୍ରରେ ନିଜର ମାନ ସମ୍ମାନ ବୃଦ୍ଧି ପାଇବ । ପ୍ରେମିକା ପ୍ରେମିକ ମାନେ ନିକଟତା ହୋଇପାରନ୍ତି ।

ଶ୍ରବଣା- କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ । ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ।

ଧନିଷ୍ଠା- ଅଫିସ୍ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜର ଘର ଲୋକ ମାନଙ୍କୁ କୈଫିୟତ୍ ଦେବାକୁ ପଡିବାର ଆଶଙ୍କା ରହିଛି । ସନ୍ତାନଙ୍କ କୃତୀ ଓ କୃତିତ୍ୱରେ ଖୁସୀ ହୋଇପାରନ୍ତି।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :