• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th June 2023: ଏହି ରାଶିର ବ୍ୟକ୍ତି ଆଜି ମାଲି ମକଦ୍ଦମାରେ ସଫଳତା ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Friday 23 Jun 2023

ଅଶ୍ୱନୀ – ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ବ୍ୟାବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ

ଦ୍ୱିଜା – ଛାତ୍ରଛାତ୍ରି ମାନଙ୍କର ମାନସିକ ବିକାଶ ଘଟିବ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।

କୃତିକା – ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ

ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :