• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th June 2023: ଏହି ରାଶିର ବ୍ୟକ୍ତି ଆଜି ମାଲି ମକଦ୍ଦମାରେ ସଫଳତା ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Friday 23 Jun 2023

ଧନିଷ୍ଠା – ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ୍ ହେବେ । ଜୀବନ ସାଥୀଙ୍କ ସହିତ ଦୀର୍ଘ ସମୟ ଧରି କଥାବାର୍ତା କରିବେ

ଶତଭିଷା – ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଛାତ୍ରଛାତ୍ରୀ ମାନେ ବିଦେଶଯାତ୍ରା କରି ପାରିବେ

ପୂ , ଭାଦ୍ରପଦ – ମାଲିମକନ୍ଦମାରେ ସଫଳତା ପ୍ରାପ୍ତି ହେବ । ମହିଳା ମାନେ ପିଲାଙ୍କ ଶିକ୍ଷାକୁ ନେଇ ଚିନ୍ତିତ ରହିବେ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :