ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ପୂ , ଭାଦ୍ରପଦ - ଆଶା କରିଥିବା ଖବର ପାଇ ଖୁସୀ ହୋଇଯିବେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ
ଉ , ଭଦ୍ରପଦ - ଉଚ୍ଚଧିକାରୀ ଓ ବରିଷ୍ଟ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଂଶସା ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ୟ୍ୟ ହେବେ
ରେବତୀ - ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ନାକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ
ପ୍ରତିକାର- ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩