ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ପୁନର୍ବସୁ – ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ
ପୁଷ୍ୟା – କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ପରୀକ୍ଷାରେ ସଫଳ ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ
ଅଶ୍ଳେଷା - ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ହେବ । ରାଜନୀତିରେ ସକ୍ରିୟ ଭୂମିକା ନିର୍ବାହ କରିବେ
ପ୍ରତିକାର – ବୁଲା କୁକୁରକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨