ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ମଘା – ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ
ପୂ , ଫାଲଗୁନୀ - ରାଜନିତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ
ଉ ,ଫାଲଗୁନୀ – ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ମହିଳା ମାନେ ନକରାତ୍ମକ ପ୍ରବୃତିକୁ ଛାଡିବା ପାଇଁ ପ୍ରୟାସ କରିବେ
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧