ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ଚିତ୍ରା – କୈାଣସି କାର୍ୟ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ
ସ୍ୱାତୀ – ବିଦ୍ୟାର୍ଥୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରିବର୍ତନ ହୋଇପାରେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ।
ବିଶାଖା – ପୈତୃକ ସମ୍ପତିର ସମସ୍ୟା ସମାଧାନ ହେବ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ
ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬