• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th June 2023: ଏହି ରାଶିର ବ୍ୟକ୍ତି ଆଜି ମାଲି ମକଦ୍ଦମାରେ ସଫଳତା ମିଳିବ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Friday 23 Jun 2023

ବିଶାଖା – ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତାରେ ରହିପାରନ୍ତି। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।

ଅନୁରାଧା – କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ରଖିବା ଆବଶ୍ୟକ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ

ଜ୍ୟେଷ୍ଠା – ଜାଗା, ଜମି ଆଦି କ୍ରୟ କରିବେ । କ୍ରୀଡା ପ୍ରତି ଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :