ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ମୂଳା – ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ
ପୂ , ଷାଢା – ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କୈାଣସି ନୂଆ କାର୍ୟ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।
ଉ , ଷାଢା – ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ । ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ ।
ପ୍ରତିକାର – ହନୁମାନଙ୍କ ପାଖରେ ଭୋଗ ଲଗାନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩