ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଶୁକ୍ରବାର । ଚନ୍ଦ୍ର – ସିଂହ ଅହୋରାତ୍ର,ତିଥି – ୫ମୀ ରାତ୍ରି ୦୭.୫୪ ଗତେ ୬ଷ୍ଠୀ,ଘାତ ଚନ୍ଦ୍ର – କର୍କଟ, ମକର ଅହୋରାତ୍ର,ଘାତ ବାର – ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ – ନାସ୍ତି
ଉ , ଷାଢା – ପେଟ ସମସ୍ୟା ପ୍ରତି ସାବଧାନ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ
ଶ୍ରବଣା – ଶିକ୍ଷାକ୍ଷେତ୍ରରେ ନୂତନ ସ୍ଥାନରେ ପଢିବାର ସୁଯୋଗ ପାଇବେ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ
ଧନିଷ୍ଠା – ମହିଳା ମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷାକରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮