ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।
ଅଶ୍ୱନୀ- ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ
କୃତିକା- ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ୟ୍ୟ ହେବେ
ଦ୍ୱିଜା- ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ
ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯