• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Taurus

ବୃଷ

Thursday 23 Mar 2023

କୃତିକା- ନୂଆ ବ୍ୟବସାୟରେ ପୁଞି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ । ଅନେକ ସମସ୍ୟାର ସମାଧାନ ହୋଇଯିବ । ବଜାରରେ ଦୃତ ପରିବର୍ତନ ସହ ବ୍ୟବସାୟୀ ମାନେ ଆଗକୁ ଆଗେଇବେ ରୋହିଣୀ- କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଶିକ୍ଷାର୍ଥୀ ମାନେ ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ବୈାଜ୍ଞାନିକ ମାନେ ନୂତନ ତଥ୍ୟ ହାସଲରେ ଚେଷ୍ଟିତ ରହିବେ

ମୃଗଶିରା- କୋର୍ଟର ନିଷ୍ପତି ଆପଣଙ୍କ ପକ୍ଷରେ ହେବ । ମହିଳା ମାନଙ୍କର ଦିନଟି ଶୁଭ ରହିବ । ସରକାରୀ କ୍ଷେତ୍ରରେ ସମ୍ମାନ ଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି । ସଙ୍ଗୀତକାର ମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :