• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Thursday 23 Mar 2023

ଧନିଷ୍ଠା- ସ୍ୱାସ୍ଥ୍ୟରେ ଚିକିସ୍ୟା ପାଇଁ ଉତମ ଦିନ ରହିବ । ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ । ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ ଆଦି ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ

ଶତଭିଷା- ସରକାରୀ କାମ ପୂରା କରିବାରେ ସମୟ ଲାଗିପାରେ । ବିଜ୍ଞାନ ଛାତ୍ରୀ ସଫଳତା ପାଇବେ । ରାଜନିତିରେ ସମସ୍ତଙ୍କ ପ୍ରତି ନମ୍ର ବ୍ୟବହାର ରହିବ । ଟଙ୍କା ନିବେଶ କରିଲେ ଆଶାତୀତ ଲାଭ ପାଇବେ

ପୂ, ଭାଦ୍ରପଦ- ସମାଜ ସେବା କରିବାରେ ମନଭାବ ପୋଷଣ କରିବେ । ଗୃହ ନିର୍ମାଣ ବା ଯାନବାହ. ଭୂମି କ୍ରୟ କରି ପାରିବେ । ମହିଳା ମାନେ ସୁସ୍ୱାଦ ଭୋଜନ କରିବେ

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :