• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Gemini

ମିଥୁନ

Thursday 23 Mar 2023

ମୃଗଶିରା- ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ

ଆଦ୍ରା- ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର‌୍ୟ୍ୟରେ ଭାଗନେଇ ଗଠନ ମୂଳକ କାର‌୍ୟ୍ୟପାଇଁ ପ୍ରସ୍ତୁତି ଆରମ୍ଭ କରିବେ

ପୁନର୍ବସୁ- ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :