• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Cancer

କର୍କଟ

Thursday 23 Mar 2023

ପୁନର୍ବସୁ- ଦୁର୍ଘଟଣାଦି ମନରେ ଭୟ ରହିବ । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂଆ ବେପାର ଆରମ୍ଭ କରିବା ପାଇଁ ଭାବିବେ

ପୁଷ୍ୟା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ଶିକ୍ଷା କ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବା ସହ ବିଦ୍ୟାର୍ଥି ମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ

ଅଶ୍ଳେଷା- ଖେଳାଳି ମାନେ ପରିଶ୍ରମ କରି କୃତିତ୍ୱ ହାସଲ କରିବେ । ଆୟନୀର ଆଶ୍ରୟ ନେଇ ପାରନ୍ତି । ମହିଳା ମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ବିଭିନ୍ନ ଦିଗରୁ ଆଶାତୀତ ଫଳ ପାଇବେ

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :