• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Virgo

କନ୍ୟା

Thursday 23 Mar 2023

ଉ- ଫାଲ୍‌ଗୁନୀ- ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ନିତିଦିନିଆ କାମ ସହଜରେ ପୂରା ହୋଇଯିବ । ଜୀବନ ସାଥିଙ୍କ ସହଯୋଗରେ ଆଗକୁ ବଢିବାର ସୁଯୋଗ ପାଇବେ । ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ

ହସ୍ତା- ଛାତ୍ରଛାତ୍ରି ମାନେ ସେମାନଙ୍କ ପରିଶ୍ରମ ଅନୁଯାୟୀ ଫଳ ମିଳିବ । ରାଜନିତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନେ ମାନ ସମ୍ମାନ ପାଇବେ । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ

ଚିତ୍ରା- ଜମିଜମା କ୍ରୟ ବା ନୂତନ ଗୃହ ନିର୍ମାଣ କରିବେ । ଶତୃମାନେ ମଥାନତ କରିବେ । ମହିଳା ମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ଖେଳାଳି ମାନେ ସତର୍କ ରହିବା ଆବଶ୍ୟକ

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :