• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Libra

ତୁଳା

Thursday 23 Mar 2023

ଚିତ୍ରା- ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ । ଜୀବନ ସାଥିଙ୍କ ବିଚାର ବୁଝିବାକୁ ଚେଷ୍ଟା କରିବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ବନ୍ଧୁ ବା ସମ୍ପର୍କୀୟ ସହାୟତା ଯୋଗୁଁ ଆର୍ଥିକ ସ୍ୱଚ୍ଚଳତା ସହ ଆପଣଙ୍କ ଆତ୍ମବିଶ୍ୱାସ ମଧ୍ୟ ବଢିବ

ସ୍ୱାତୀ- ଖେଳାଳି ଓ ଚିତ୍ରତାରକା ମାନେ ଉତମ ପ୍ରଦର୍ଶନ କରିବେ । ବ୍ୟବସାୟରେ ନୂଆ କିଛି କରିବାକୁ ଆଗ୍ରହୀ ଥିଲେ ମଧ୍ୟ ବରିଷ୍ଠଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ମାନେ ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ

ବିଶାଖା- ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ । ମହିଳା ମାନେ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବାକି ପଡିଥିବା ପାଉଣା ଫେରି ପାଇବେ

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :