• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର – ମୀନ ଦିବା ୦୨.୦୯ ଗତେ ମେଷତିଥି – ୨ୟା ସନ୍ଧ୍ୟା ୦୬.୨୧ ଗତେ ୩ୟା ,ଘାତ ଚନ୍ଦ୍ର – ଧନୁ ଦିବା ୦୨.୦୯ ଗତେ ମେଷ,ଘାତ ବାର- ତୁଳା ଓ କୁମ୍ଭ,ପୁଷ୍କର ଦୋଷ –୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ସନ୍ଧ୍ୟା ୦୬.୨୧ ପର୍ଯ୍ୟନ୍ତ ।

Scorpio

ବିଛା

Thursday 23 Mar 2023

ବିଶାଖା- ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ଦାମ୍ପତ୍ୟ ଜୀବନ ସଜାଡିବା ପାଇଁ ଜୀବନସାଥୀଙ୍କ ସହ କଥା ହେବେ । ଖଣିଜ , ଧାତବ ଦ୍ରବ୍ୟ ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ

ଅନୁରାଧା- ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳି ନପାରେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ

ଜ୍ୟୋଷ୍ଠା- ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ । ରାଜନିତିଜ୍ଞ ମାନେ ବାସ୍ତବତା ହୃଦୟଙ୍ଗମ କରି ଦରିଦ୍ର ଜନତାଙ୍କ ସେବା କରିବେ

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :