• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।

Taurus

ବୃଷ

Sunday 23 Mar 2025

କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପରିବାରରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ ନଚେତ୍ ହଇରାଣ ହେବେ । ଶୁଣା କଥାକୁ ବିଶ୍ୱାସ କଲେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ ।
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :