ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ । ବହୁ ଲୋକଙ୍କ ର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଦୂର ଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ।
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩