• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23th March 2025; ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।

Gemini

ମିଥୁନ

Sunday 23 Mar 2025

ବନ୍ଧୁଙ୍କ ସାହାଯ୍ୟ ସହେଯାଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମ କ୍ଷେତ୍ରରେ ଏକାଧୀକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ । ସରକାରୀ କ୍ଷେତ୍ରରୁ ଉପକୃତ ହୋଇପାରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ ।   
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :