ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ । କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ ।
କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଲାଭବାନ ହେବେ । ଅଟକି ଥିବା ସମସ୍ୟାର ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ଶୁଭ ଫଳ ମିଳିବ ।
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨